www.samajalive.in
Saturday, December 6, 2025
26.1 C
Bhubaneswar

ଚା’ତିଆରି କରୁଥିଲେ ; ଗ୍ୟାସ ସିଲିଣ୍ଡର ଫାଟି ୪ ମୃତ

ଲଖନଉ : ଉତ୍ତରପ୍ରଦେଶର ଦେବରିଆରେ ଶନିବାର ଏକ ବଡ ଅଘଟଣ ଘଟିଛି। ଡୁମରୀ ଗାଁରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ ରହିଛନ୍ତି। ଚା’ ତିଆରି କରିବା ସମୟରେ ରୋଷେଇ ଘରେ ସିଲିଣ୍ଡର ବିସ୍ଫୋରଣ ହୋଇଥିଲା। ଫଳରେ ନିଆଁ ଧିରେ ଧିରେ ଘରଯାକ ବ୍ୟାପିବାକୁ ଲାଗି ଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories