www.samajalive.in
Sunday, December 7, 2025
26.1 C
Bhubaneswar

ଇଣ୍ଡିଆ ମେଣ୍ଟ ପକ୍ଷରୁ ଆସନ୍ତାକାଲି ଗଣତନ୍ତ୍ର ବଞ୍ଚାଅ ରାଲି

ଡେସ୍କ: ଆସନ୍ତାକାଲି (ରବିବାର) ଦିଲ୍ଲୀର ରାମଲୀଳା ମଇଦାନରେ ବିରୋଧୀ ମେଣ୍ଟ ଇଣ୍ଡିଆ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ରାଲି ଅନୁଷ୍ଠିତ ହେବ। ଏହି ରାଲିରେ କଂଗ୍ରେସ, ଏନସିପି, ଶିବସେନା- ଉଦ୍ଧବ ଠାକରେ, ସମାଜବାଦୀ ପାର୍ଟି, ଆମ୍ ଆଦମୀ ପାର୍ଟି, ଆରଜେଡି, ଦ୍ରାବିଡ ମୁନେତ୍ରା କଜଗମ, ନ୍ୟାସନାଲ କନଫରେନ୍ସ, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, ବାମପନ୍ଥୀ ଦଳର ପ୍ରମୁଖ ନେତା ଯୋଗ ଦେବେ।

ଇଡିରେ ହାଜର ହେଲେ ଆପ ମନ୍ତ୍ରୀ କୈଳାସ ଗେହଲଟ

- Advertisement -

କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି ଯେ ଏହି ରାଲିରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି, ବେକାରୀ, ଅର୍ଥନୈତିକ ଅସମାନତା ଏବଂ ସାମାଜିକ ଅସମାନତା ଭଳି ପ୍ରମୁଖ ପ୍ରସଙ୍ଗ ସ୍ଥାନ ପାଇବ।

ଏହି ଗୋଟିଏ ଉପାୟରେ ଦୂର ହେବ ଶନିଙ୍କ କୋପ,ଦଶା ; ମିଳିବ କୃପା

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories