www.samajalive.in
Sunday, December 14, 2025
19.1 C
Bhubaneswar

ବିଜେଡିର ମିଶ୍ରଣ ପର୍ବ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ଟିକରପଡା ଗ୍ରାମର ବହୁ ବହୁଜନ ସମାଜ ପାର୍ଟି ଓ କଂଗ୍ରେସ କର୍ମୀ ବିଜେଡିରେ ମିଶିଥିବା ଦେଖିବାକୁ ମିଳିଛି। ଗେଦାଲି ଶ୍ରୀନୁଙ୍କ ନେତୃତ୍ୱରେ କଂଗ୍ରେସ ଓ ବହୁଜନ ସମାଜ ପାର୍ଟି ସମର୍ଥିତ ଭୋଟର ଭାଇଭଉଣୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରା ଏବଂ ନୀତି ଆଦର୍ଶକୁ ଅନୁପ୍ରାଣିତ ହୋଇ ବିଜେଡିର ମିଶିଲେ। ମିଶ୍ରଣ ସମୟରେ ବିଧାୟକ ତଥା ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟ ବିଜୁ ସ୍ୱାସ୍ଥ୍ୟ ଯୋଜନା ବୋର୍ଡର ଉପଦେଷ୍ଟା ତଥା ଜିଲ୍ଲା ବିଜୁ ଜନତା ଦଳ ସଭାପତି ସୁଧୀର କୁମାର ଦାସ, କଲ୍ୟାଣସିଙ୍ଗପୁର ବରିଷ୍ଠ ନେତା ବୃନ୍ଦାବନ ପାଢ ପ୍ରମୁଖ କଂଗ୍ରେସ ଓ ବହୁଜନ ସମାଜ ପାର୍ଟି ଛାଡି ବିଜେଡିରେ ଯୋଗ ଦେଇଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories