www.samajalive.in
Monday, December 8, 2025
13.1 C
Bhubaneswar

ଉତ୍ତରପ୍ରଦେଶ ମିରଟରେ ଆଜି ନିର୍ବାଚନ ରାଲି କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ ମିରଟ ସଂସଦୀୟ କ୍ଷେତ୍ରରୁ ବିଜେପିର ପ୍ରାର୍ଥୀ ହୋଇଛନ୍ତି ପପୁଲାର ରାମାୟଣ ସିରିୟଲର ରାମଙ୍କ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ । ତାଙ୍କ ପାଇଁ ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ। ସେପଟେ ୟୁପି , ଲକ୍ଷ୍ନୌରେ ବସିଛି ବିଜେପିର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା , ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ ଙ୍କ ସହ ବହୁ ବରିଷ୍ଠ ନେତା ବୈଠକରେ ଉପସ୍ଥିତ ଥିଲେ। ଏଥର ୮୦ରୁ ୮୦ ଲୋକସଭା ସିଟକୁ ବିଜେପି କ୍ଲିନ୍ ସ୍ବିପ୍ କରିବ। ତାସହ ସାରା ଦେଶରେ ୪୦୦ ପାର୍ ଟାର୍ଗେଟ୍ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିବ ବୋଲି ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories