www.samajalive.in
Sunday, December 7, 2025
16.1 C
Bhubaneswar

ନିର୍ବାଚନ ପୂର୍ବରୁ ମାଓବାଦୀଙ୍କ ଲଙ୍କାକାଣ୍ଡ : ୪ ଟ୍ରକରେ ଲଗାଇଦେଲେ ନିଆଁ

ମାଲକାନଗିରି: ନିର୍ବାଚନ ପୂର୍ବରୁ ମାଓବାଦୀଙ୍କ ଲଙ୍କାକାଣ୍ଡ । ମାଲକାନଗିରି ସୀମାନ୍ତ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଦବଦବା ଦେଖିବାକୁ ମିଳିଛି। ଛୋଟେଡଙ୍ଗର ନିକଟରେ ଥିବା ମାଇନ୍ସରେ ନିୟୋଜିତ ୪ଟି ଟ୍ରକକୁ ମାଓବାଦୀମାନେ ଜାଳି ଦେଇଛନ୍ତି। ଆମଦେଇ ଲୁହା ପଥର ଖଣିକୁ ବିରୋଧ କରି ଲୁହା ପଥର ବୋଝେଇ ଟ୍ରକରେ ନିଆଁ ଲଗାଇଛନ୍ତି ନକ୍ସଲ । ଏହି ଘଟଣା ଘଟିବା ପରେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories