www.samajalive.in
Monday, December 8, 2025
20.1 C
Bhubaneswar

ନବୀନ ଓଡ଼ିଶା ମ୍ୟାଜିକ କାର୍ଡ଼ ଓ ନିର୍ବାଚନ ଇସ୍ଥିହାର ପାଇଁ ମତାମତ ସଂଗ୍ରହ ଅଭିଯାନ

ଫୁଲବାଣୀ: ବିଜୁ ଛାତ୍ର ଜନତା ଦଳ ଜିଲ୍ଲା ସଭାପତି ସୁନୀଲ ସେଠୀଙ୍କ ନେତୃତ୍ୱରେ ଫୁଲବାଣୀ ଠାରେ ନବୀନ ଓଡ଼ିଶା ମ୍ୟାଜିକ କାର୍ଡ଼ ଓ ନିର୍ବାଚନ ଇସ୍ଥିହାର ପାଇଁ ମତାମତ ସଂଗ୍ରହ ଅଭିଯାନ କାର୍ୟ୍ୟକ୍ରମ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜୁ ଛାତ୍ର ଜନତା ଦଳ ଉପ ସଭାପତି ତଥା କନ୍ଧମାଳ ଜିଲ୍ଲା ପର୍ୟ୍ୟବେକ୍ଷକ ସ୍ୱାଗତିକା ମହାନ୍ତି ଏବଂ ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ବିଷ୍ଣୁ ଚରଣ ମଲ୍ଲିକ, ରାଜ୍ୟ ସମ୍ପାଦକ ଶତ୍ରୁଘନ ମହାନନ୍ଦିଆ, ରାଜ୍ୟ ସାଧାରଣ ସମ୍ପାଦକ ପୁନମ କଂହର, ଜିଲ୍ଲା ଯୁବ ଉପ ସଭାପତି ପାର୍ଥ ବିଶ୍ବାଳ, ଜିଲ୍ଲା ଉପ ସଭାପତି ପ୍ରବୀଣ ବେହେରା, ବିଷ୍ଣୁ ବେହେରା, ଜୟ ବେହେରା ଓ ଉପସ୍ଥିତ ଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories