www.samajalive.in
Saturday, December 6, 2025
15.1 C
Bhubaneswar

ବିଶ୍ବ ଅଟିଜିମ୍ ଦିବସ

ନୂଆଦିଲ୍ଲୀ: ପ୍ରତିବର୍ଷ ଏପ୍ରିଲ୍ ୨ତାରିଖକୁ ବିଶ୍ୱ ଅଟିଜିମ୍ ଦିବସ ଭାବେ ପାଳନ କରାଯାଏ। ଅଟିଜିମ୍‌ ରୋଗ ମସ୍ତିଷ୍କର କାର୍ଯ୍ୟ ପ୍ରଣାଳୀକୁ ପ୍ରଭାବିତ କରେ। ଓ ଲୋକମାନେ କଣ ଦେଖନ୍ତି, ଶୁଣନ୍ତି ଓ ଅନୁଭବ କରନ୍ତି, ସେଗୁଡ଼ିକ ଭଲକରି ବୁଝିବାକୁ ଏହା ବାଧା ଦେଇଥାଏ। ଅଟିଜିମ ହେଉଛି ଏକ ମସ୍ତିଷ୍କ ବିକାଶ ସମ୍ବନ୍ଧୀୟ ରୋଗ । ଯାହା ସାଧାରଣତଃ ଶୈଶବ ଅବସ୍ଥାରୁ ଆରମ୍ଭ ହୋଇଥାଏ। ଏହି ରୋଗରେ ସାମାଜିକ ସମ୍ପର୍କ ସ୍ଥାପନ, ଭାବର ଆଦାନ ପ୍ରଦାନ ଓ ଭାଷାର ପରିପ୍ରକାଶ ଆଦିରେ ଅସୁବିଧା ଦେଖାଯାଇଥାଏ। ଆମ ଦେଶରେ ଅଟିଜିମ୍ ରୋଗର ଲକ୍ଷଣ ଓ ଚିକିତ୍ସା ସମ୍ବନ୍ଧରେ ସଚେତନତାର ଅଭାବ ରହିଛି। ଅଟିଜିମ୍ ରୋଗରେ ୧ ବର୍ଷ ବୟସ ସୁଦ୍ଧା ଏହି ଶିଶୁମାନଙ୍କୁ ନିଜ ନାଁ ଧରି ଡାକିଲେ ସେମାନେ ଜାଣି ପାରନ୍ତିନି। ଅଟିଜିମ୍ ରୋଗରେ ଆକ୍ରାନ୍ତ ପିଲାର ଭାଷାର ବିକାଶରେ ଅସୁବିଧା ହୋଇଥାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories