www.samajalive.in
Saturday, December 6, 2025
15.1 C
Bhubaneswar

ବସ୍‌‌ ଦୁର୍ଘଟଣାଗ୍ରସ୍ତ ; ୨ ମୃତ,୧୦ ଆହତ

ଚେନ୍ନାଇ : ତାମିଲନାଡୁର ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସ୍‌‌ ଅନ୍ୟ ଏକ ଗାଡି ସହ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ତ୍ରିଚି ସହର ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣାର ତଦନ୍ତ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories