www.samajalive.in
Sunday, December 14, 2025
15.1 C
Bhubaneswar

ଓଡିଶାର ୮ଟି ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଡେସ୍କ: ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଆଜି ଲୋକସଭା ନିର୍ବାଚନ ନିମନ୍ତେ ଓଡିଶାର ୨୧ଟି ଲୋକସଭା ଆସନ ମଧ୍ୟରୁ ୮ଟି ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି। ଏଆଇସିସି ଦ୍ୱାରା ଜାରି କରାଯାଇଥିବା ପ୍ରାର୍ଥୀ ତାଲିକା –


୧. ବରଗଡ଼ – ସଂଜୟ ଭୋଇ
୨. ସୁନ୍ଦରଗଡ଼ – ଜନାର୍ଦ୍ଦନ ଦେହୁରୀ
୩. ବଲାଙ୍ଗିର – ମନୋଜ ମିଶ୍ର
୪. କଳାହାଣ୍ଡି – ଦ୍ରୌପଦୀ ମାଝୀ
୫. ନବରଙ୍ଗପୁର – ଭୁଜବଳ ମାଝୀ
୬. କନ୍ଧମାଳ – ଅମିର ଚାନ୍ଦ ନାୟକ
୭. ବ୍ରହ୍ମପୁର – ରଶ୍ମିରଂଜନ ପଟ୍ଟନାୟକ
୮. କୋରାପୁଟ – ସପ୍ତଗିରି ଉଲାକା

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories