www.samajalive.in
Saturday, December 6, 2025
14.1 C
Bhubaneswar

ଅଜଣା ଗାଡି ଧକ୍କାରେ ଦମ୍ପତ୍ତି ମୃତ

ଆଠଗଡ଼: ଅଜଣା ଗାଡି ଧକ୍କାରେ ଦମ୍ପତ୍ତି ମୃତ। ଆଠଗଡ ପୁରୁଣା କଟକ-ସମ୍ବଲପୁର ରାସ୍ତାର ଆଙ୍କୁଲା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ମୃତ ଦମ୍ପତ୍ତି ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳର ବୋଲି ଜଣାପଡିଛି।  ଆଜି ଭୋର ୫ ଟା ସମୟରେ ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଚନ୍ଦ୍ରଶେଖରପ୍ରସାଦ ଗାଁର ଚଣିଆ ବାରିକ ଏବଂ ସ୍ତ୍ରୀ କନ୍ତୋଲି ବାରିକ ଏକ ବିବାହ ଭୋଜି ସାରି ମୋଟରସାଇକେଲରେ ନିଜ ଘରକୁ ଫେରୁଥିବା ବେଳେ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦମ୍ପତ୍ତିଙ୍କର ମୃତ୍ୟୁ ଘଟିଛି । ପରେ ଖବର ପାଇ ଆଠଗଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି  ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories