nua o banner

ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

BSKY banner  750×100

ଭୁବନେଶ୍ୱର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି। ବିଜେଡିର ଉପସଭାପତି ଭାବେ ନିଯୁକ୍ତ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ। ସେହିପରି ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ନିଯୁକ୍ତି ଦିଆଯାଇଛି।

Comments are closed.