www.samajalive.in
Sunday, December 14, 2025
23.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲେ ଗୋଟିଏ ପରିବାରର ୭ଜଣ

ମୁମ୍ବାଇ: ମହାରାଷ୍ଟ୍ର ଔରଙ୍ଗାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ କପଡା ଦୋକାନରେ ନିଆଁ ଲାଗି ଗୋଟିଏ ପରିବାରର ୭ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା, ୨ ଶିଶୁ ଓ ୨ ପୁରୁଷ ରହିଥିବା ଜଣାପଡିଛି। ଆଜି ଭୋର୍ ସମୟରେ ୩ ମହଲା ବିଶିଷ୍ଟ ଏକ ବିଲ୍ଡିଂର ଗ୍ରାଉଣ୍ଡ ଫ୍ଲୋରରେ ଥିବା ଏକ କପଡା ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିଲା। ଧିରେ ଧିରେ ନିଆଁ ଚାରିଆଡକୁ ବ୍ୟାପିଯାଇଥିଲା। ହଠାତ୍ ଲୋକମାନେ ତଳକୁ ଆସିପାରିନଥିଲେ। ପରେ ପୁଲିସ୍  ଏବଂ  ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଥିଲେ।  ଦୀର୍ଘ ୫ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ନିଆଁ ଆୟତ୍ତ ହୋଇଥିଲା। ଉଦ୍ଧାର କାର୍ଯ୍ୟ ବେଳେ ବିଲ୍ଡିଂ ଭିତରୁ ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories