www.samajalive.in
Sunday, December 14, 2025
19.1 C
Bhubaneswar

ବିଜେଡିରେ ଯୋଗ ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେଡିରେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଯୋଗ ଦେଇଛନ୍ତି। ୧୩ ସରପଞ୍ଚ ଓ ଶତାଧିକ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଦଳରେ ଯୋଗ ଦେଲେ ପ୍ରକାଶ। ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ବିଧାୟକ ପ୍ରତାପ ଜେନା, କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କ ଉପସ୍ଥିତିରେ ଶଙ୍ଖ ଦଳରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଥିବା କହିଛନ୍ତି ପ୍ରକାଶ। ୨ ଦିନ ତଳେ ବିଜେପିରୁ ଇସ୍ତଫା ଦେଇଥିଲେ ପ୍ରକାଶ ବେହେରା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories