BJD Bijuli 480×75 Mob

ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର

BJD Bijuli 480×75 Mob

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ସଶକ୍ତ ହେଉଛି ବିଜେଡି। ବୁଧବାର ସକାଳେ ବିଜେପିରୁ ଇସ୍ତଫା ଦେଇଥିବା ଭୃଗୁ ବକ୍ସିପାତ୍ର ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ୨୦୧୯ରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେପିରୁ ପ୍ରାର୍ଥୀ ହୋଇଥିଲେ ଭୃଗୁ। ଭୃଗୁ ବକ୍ସିପାତ୍ର ବିଜେଡିରେ ମିଶିବା ପରେ ସେ ବ୍ରହ୍ମପୁରରୁ ସାଂସଦ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି।

Comments are closed.