www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପିରେ ସାମିଲ ହେଲେ ବକ୍ସର ବିଜେନ୍ଦର ସିଂହ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବକ୍ସିଂରେ ଭାରତର ପ୍ରଥମ ଅଲିମ୍ପିକ୍ ପଦକ ବିଜେତା ତଥା କଂଗ୍ରେସ ନେତା ବିଜେନ୍ଦର ସିଂହ ବୁଧବାର ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀସ୍ଥିତ ପାର୍ଟି ମୁଖ୍ୟାଳୟରେ ବିଜେପି ସାଧାରଣ ସମ୍ପାଦକ ବିନୋଦ ତାୱଡ଼େ ତାଙ୍କୁ ସ୍ୱାଗତ କରିବା ସହ ଦଳର ସଦସ୍ୟତା ପ୍ରଦାନ କରିଛନ୍ତି। ବିଜେପିରେ ଯୋଗଦେବା ପରେ ବିଜେନ୍ଦର ସିଂହ କହିଛନ୍ତି ଯେ, ଦେଶର ବିକାଶ ଓ ଲୋକଙ୍କ ସେବା ପାଇଁ ଆଜି ମୁଁ ବିଜେପିରେ ସାମିଲ ହୋଇଛି।

ବିଜେନ୍ଦର ସିଂହ ୨୦୧୯ ଲୋକସଭା ନିର୍ବାଚନରେ ​​ଦକ୍ଷିଣ ଦିଲ୍ଲୀ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ କିନ୍ତୁ ସେ ପରାଜିତ ହୋଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories