www.samajalive.in
Saturday, December 13, 2025
26.1 C
Bhubaneswar

ଯୁବକଙ୍କ ଉପରେ ମାଡିଗଲା ଟ୍ରକ୍

କେନ୍ଦୁଝର: କେନ୍ଦୁଝର ସଦର ଥାନା ରାୟଗୋଡା ଗାଁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗାଁ ରାସ୍ତାରେ ଜଣେ ଯୁବକଙ୍କ ଉପରେ ଟ୍ରକ୍ ମାଡିଯାଇଛି। ମୃତ ଯୁବକ ଜଣକ ବିନିନ୍ଦା ଗାଁର ହୋଇଥିବା ସୂଚନା ମିଳିଛି।  ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଲୋକ ଟ୍ରକଟିକୁ ଜାଳିଦେଇଥିବା ଦେଖିବାକୁ ମିଳିଛି। । ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories