www.samajalive.in
Saturday, December 6, 2025
16.1 C
Bhubaneswar

ବନ୍ଧୁକ ମୁନରେ ସୁନା ବ୍ୟବସାୟୀଙ୍କ ଠାରୁ ଲୁଟ୍

ପିପିଲି:ବନ୍ଧୁକ ସୁନରେ ସୁନା ବ୍ୟବସାୟୀଙ୍କ ଠାରୁ ଲୁଟ୍ । ପୁରୀ ଜିଲ୍ଲା ଡେଲାଙ୍ଗ ଠାରୁ ମାତ୍ର ୫୦୦ ମିଟର ଦୂରରେ ଏଭଳି କିଛି ଘଟଣା ଘଟିଛି। ଲୁଟର ଶୀକାର ହୋଇଥିବା ବ୍ୟବସାୟୀ ଜଣକ ପ୍ରଶାନ୍ତ ମହାପାତ୍ର ବୋଲି ଜଣାପଡିଛି। ସବୁ ଦିନ ପରି ବୁଧବାର ମଧ୍ୟ ପ୍ରଶାନ୍ତ ରାତିରେ ନିଜ ସୁନା ଦୋକାନ ବନ୍ଦ ସୁନା ଓ ରୂପା ଅଳଙ୍କାର ନେଇ ଘରକୁ ଆସୁଥିଲେ। ଏହି ସମୟରେ ୪ରୁ ୫ ଜଣ ଡକାୟତ ଆସି ତାଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ପରେ ସୁନା ଓ ରୁପା ଅଳଙ୍କାର ନେଇ ଚମ୍ପଟ ମାରିଥିଲେ। ପ୍ରାୟ୨୭୦ ଗ୍ରାମ ସୁନା ଓ ୬କେଜି ରୁପା ଅଳଙ୍କାର ଲୁଟ୍ ହୋଇଥିବାବେଳେ ଏହାର  ଅନୁମାନିକ ମୂଲ୍ୟ ୨୩ ଲକ୍ଷରୁ ଅଧିକ ହେବ। ଏନେଇ ବ୍ୟବସାୟୀ ଜଣଙ୍କ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି।ଡେଲାଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories