www.samajalive.in
Saturday, December 6, 2025
15.1 C
Bhubaneswar

ପଦ୍ମ ଧରିଲେ ଦୁଇ ବରିଷ୍ଠ ଡାକ୍ତର

ଭୁବନେଶ୍ୱର: ବିଜେପିରେ ଯୋଗ ଦେଇଛନ୍ତି ଦୁଇ ଜଣ ବରିଷ୍ଠ ଡାକ୍ତର। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡାକ୍ତର ପ୍ରଶାନ୍ତ କୁମାର ମିଶ୍ର ଓ ଡାକ୍ତର ପ୍ରତାପ ପାଣି ବିଜେପିରେ ସାମିଲ ହୋଇଛନ୍ତି। ଡାକ୍ତର ପ୍ରଶାନ୍ତ ମିଶ୍ର ଏମ୍ସରେ କାର୍ଯ୍ୟ କରିବା ବେଳେ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଆସୁଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ, ନନ୍ଦିନୀ ଶତପଥୀ ଓ ଜାନକୀ ବଲ୍ଲବ ପଟ୍ଟନାୟକଙ୍କ ସହ ସେ କାମ କରିଛନ୍ତି। ସେହିପରି ଡାକ୍ତର ପ୍ରତାପ ପାଣି ପୂର୍ବରୁ ବିଜେଡିରେ ଥିଲେ। ବିଜେଡି ଛାଡି ବିଜେପିରେ ମିଶିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories