ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ

ଭୁବନେଶ୍ବର : ବିଜେଡି ଛାଡିଲେ ବିଧାୟକ ରମେଶ ସାଏ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ସାଏ । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି । ପୂର୍ବରୁ ଦଳରେ କୋଣଠେସା ହୋଇପଡିଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି । ଅନ୍ୟପଟେ ସେ ଖୁବ୍ ଶୀଘ୍ର ବିଜେପିରେ ମିଶିବେ ବୋଲି ଶୁଣିବାକୁ ମିଳୁଛି ।

ହାତ ଛାଡ଼ିଲେ ବାପି ସର୍ଖେଲ

Comments are closed.