www.samajalive.in
Friday, December 12, 2025
15.1 C
Bhubaneswar

ଲୋକସଭା ନିର୍ବାଚନ ପାଇଁ ଜାତୀୟ ଦଳଗୁଡ଼ିକୁ ପ୍ରସାରଣ ସମୟ ଆବଣ୍ଟନ

ଡେସ୍କ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ଆକାଶବାଣୀ ଓ ଦୂରଦର୍ଶନରେ ସ୍ୱୀକୃତିପ୍ରାପ୍ତ ଜାତୀୟ ଦଳଗୁଡ଼ିକ ପାଇଁ ପ୍ରସାରଣ ସମୟ ଆବଣ୍ଟନ କାର୍ଯ୍ୟକ୍ରମ ଆଜି ନୂଆଦିଲ୍ଲୀର ରଙ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଆକାଶବାଣୀ ଓ ଦୂରଦର୍ଶନରେ ପ୍ରତ୍ୟେକ ଜାତୀୟ ଦଳକୁ ୪୫ ମିନିଟ୍ ଲେଖାଏଁ ସମୟ ଦିଆଯିବ। ୬ଟି ଜାତୀୟ ଦଳକୁ ଅତିରିକ୍ତ ସାଢ଼େ ୫ ଘଣ୍ଟା ପ୍ରସାରଣ ସମୟ ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଚଳିତ ମାସ ୧୬ ଓ ୨୩ ତାରିଖ ଏବଂ ଆସନ୍ତା ମାସ ୩, ୧୦, ୧୭, ୨୨ ଓ ୨୯ ତାରିଖରେ ପ୍ରସାରିତ ହେବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories