www.samajalive.in
Sunday, December 7, 2025
26.1 C
Bhubaneswar

ରେପୋ ରେଟ୍ ଅପରିବର୍ତ୍ତିତ, ଦରବୃଦ୍ଧିକୁ ନଜରରେ ରଖି ନିଆଗଲା ନିଷ୍ପତ୍ତି

ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣରଙ୍କ ଅଧ୍ୟକ୍ଷତାରେ ୩ ଏପ୍ରିଲରେ ଏମପିସି ବୈଠକ ଆରମ୍ଭ ହୋଇଥିଲା । ଆଜି ଏହି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରାଯାଇଛି । ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏମପିସି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି । ଏଥର ମଧ୍ୟ ରେପୋ ରେଟ୍ ସ୍ଥିର ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଦେଶରେ ଦରବୃଦ୍ଧିକୁ ନଜରରେ ରଖି ସମିତି ଏହି ପଦକ୍ଷେପ ନେଇଛି ।

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସାମ୍ବାଦିକ ସମ୍ମିଳନୀରେ ବୈଠକର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି । ସେ କହିଛନ୍ତି କି ଏଥର ମଧ୍ୟ ସମିତି ରେପୋ ରେଟ ସ୍ଥିର ରଖିବା ପାଇଁ ବିଚାର କରିଛନ୍ତି । ଏହାର ଅର୍ଥ ରେପୋ ରେଟ୍ ୬.୫ ପ୍ରତିଶତରେ ସ୍ଥିର ରହିବ । କହିରଖୁଛୁ ଲଗାତର ୭ମ ଥର ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇନି ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories