www.samajalive.in
Tuesday, December 9, 2025
19.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେଡିର ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

କଟକ ଓ ଜଗତସିଂହପୁର ପାଇଁ ନୂଆ ଜିଲାପାଳ ନିଯୁକ୍ତ.. ଆଇଏଏସ୍‌ ଅରିନ୍ଦମ ଡାକୁଆ କଟକ ଜିଲାପାଳ.. ଆଇଏଏସ୍‌ ଅନୁପମ ଶାହା ଜଗତସିଂହପୁର ଜିଲାପାଳ ନିଯୁକ୍ତ..

- Advertisement -

ଦୁଇ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ, ୫ ହଜାର ଟଙ୍କା ଜରିମାନା.. ସୁନ୍ଦରଗଡ଼ ଜିଲା ଦୌରାଜଜ ଶୁଭଦର୍ଶୀ ପଟ୍ଟନାୟକ ଏକ ଗଣଦୁଷ୍କର୍ମ ମାମଲାରେ ଶୁଣାଣି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି..

ୟୁପି ମଦ୍ରାସା ଆକ୍ଟକୁ ନେଇ ଆହ୍ଲାବାଦ ହାଇକୋର୍ଟ ଦେଇଥିବା ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ..

ଦିଲ୍ଲୀ କ୍ୟାବିନେଟ୍ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତ୍ରୀ ଆତୀଶଙ୍କ ବଢ଼ିଲା ଅଡୁଆ.. ନୋଟିସ୍‌ ଜାରି କଲେ ନିର୍ବାଚନ କମିଶନର..

ଏଣିକି ୟୁପିଆଇ ମାଧ୍ୟମରେ ଏଟିଏମରେ ନଗଦ ଟଙ୍କା ଜମା କରିହେବ, ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା..

ବିଜେଡି ଛାଡ଼ି ବିଜେପିରେ ମିଶିଲେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ..

ଜଳୁଛି ରାଜଧାନୀ.. ଶୁକ୍ରବାର ଦିନ ସାଢେ ୨ଟା ସୁଦ୍ଧା ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିବା ରେକର୍ଡ.. ଶନିବାର ଯାଏଁ ୧୪ ଜିଲାକୁ ହିଟ୍‌‌ ୱେଭ୍‌‌ ପାଇଁ ୱାର୍ଣ୍ଣିଂ ଜାରି..

ଆସୁଛି ପ୍ରବଳ ବର୍ଷା.. ରାଜ୍ୟରେ ୭ ଓ ୮ ତାରିଖରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା.. ଉତ୍ତର ଓଡ଼ିଶାରେ ୭ ତାରିଖରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା.. କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା.. ଆଭ୍ୟନ୍ତରୀଣ ଓଡ଼ିଶାରେ କୁଆପଥର ବର୍ଷା ପାଇଁ ସତର୍କ ସୂଚନା ଜାରି..

ଖରାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ନିଆଯିବ ପଦକ୍ଷେପ – ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ନିର୍ଦ୍ଦେଶନାମା..

ନିଜେ ଲୋକଙ୍କୁ ଫୋନ କରି ରାଜ୍ୟର ବିଭିନ୍ନ ଜିଲ୍ଲାର ବିକାଶମୂଳକ କାର୍ଯ୍ୟର ତଦାରଖ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

୨୦୨୪ ନିର୍ବାଚନ ପାଇଁ କଂଗ୍ରେସ ଜାରି କରିଛି ନିର୍ବାଚନୀ ଇସ୍ତାହାର.. ୫ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ପ୍ରତିଶ୍ରୁତି..

କଂଗ୍ରେସରୁ ଇସ୍ତଫା ଦେଲେ ବିଶ୍ୱଭୂଷଣ ଦାସ..

ଦୁଇ ଏସପି ଓ ଜଣେ ଡିସିପିଙ୍କୁ ଦାୟିତ୍ୱ ଅନୁମତି.. ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ନିର୍ବାଚନ କମିସନ..

ରେପୋ ରେଟ୍ ଅପରିବର୍ତ୍ତିତ.. ଦରବୃଦ୍ଧିକୁ ନଜରରେ ରଖି ନିଆଗଲା ନିଷ୍ପତ୍ତି..

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories