www.samajalive.in
Saturday, December 13, 2025
26.1 C
Bhubaneswar

ଆଞ୍ଚଳିକ ଯୋଜନା ପ୍ରଯୁକ୍ତି ଅର୍ଥନୀତି ଓ ପରିସଂଖ୍ୟାନ ଅନୁଷ୍ଠାନର ଶିକ୍ଷାନବିଶମାନେ ପରିଦର୍ଶନ କଲେ ବିଧାନସଭା

ଭୁବନେଶ୍ୱର:  ଆଜି ଆଞ୍ଚଳିକ ଯୋଜନା ପ୍ରଯୁକ୍ତି ଅର୍ଥନୀତି ଓ ପରିସଂଖ୍ୟାନ ଅନୁଷ୍ଠାନ ତରଫରୁ ୫୩ ଜଣ ଶିକ୍ଷାନବିଶ ଓଡିଶା ବିଧାନସଭା ପରିଦର୍ଶନ କରିଥିଲୋ ଏହି ଅବସରରେ ବିଧାନସଭାର କାର୍ଯ୍ୟାବଳୀ ସଂପର୍କରେ ଉକ୍ତ ଶିକ୍ଷାନବିଶମାନଙ୍କୁ ଓଡିଶା ବିଧାନସଭାର ସଚିବ ଦାଶରଥୀ ଶତପଥୀ, ଯୁଗ୍ମ ସଚିବ ସତୀଶ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ (ଗ୍ରନ୍ଥାଗାର) ଆରତି ମିଶ୍ର, ନିରାପତ୍ତା ଅଧିକାରୀ ଗୋପାଳ କୃଷ୍ଣ ବେହେରା ଓ ବିଧାନସଭାର କର୍ମଚାରୀମାନେ ତାଲିମ ପ୍ରଦାନ କରିଥିଲୋ ଏହି କର୍ଯ୍ୟକ୍ରମରେ ଉକ୍ତ ସଂସ୍ଥାନର ନିର୍ଦ୍ଦେଶକ  ଅକ୍ଷୟ କୁମାର ରାଉତରାୟ ଓ ଯୁଗ୍ମ ନିର୍ଦ୍ଦେଶକ ସୃତିକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories