www.samajalive.in
Saturday, December 6, 2025
26.1 C
Bhubaneswar

ଅଂଶୁଘାତରେ ୮ ଆକ୍ରାନ୍ତ

ଭୁବନେଶ୍ୱର : ଅଂଶୁଘାତରେ ୮ ଜଣ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଗୋଟିଏ ଦିନରେ ଅଂଶୁଘାତରେ ୮ ଜଣ ଆକ୍ରାନ୍ତ ହୋଇଛନ୍ତି। ଅନୁଗୁଳର ସର୍ବାଧିକ ୫ ଜଣ ଅଂଶୁଘାତରେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅସୁସ୍ଥ ହୋଇଛନ୍ତି।

ରାହୁ-କେତୁ,ଶନି ଦଶାରୁ ମୁକ୍ତି ଦିଏ ଏହି ରୁଦ୍ରାକ୍ଷ : ଏମିତି କରନ୍ତୁ ଧାରଣ..

- Advertisement -

ଚଳିତ ବର୍ଷ ଏଯାବତ୍‌‌ ରାଜ୍ୟରେ ଅଂଶୁଘାତରେ କାହାର ମୃତ୍ୟୁ ହୋଇ ନାହିଁ। ଅଂଶୁଘାତ ପାଇଁ ସତର୍କ ରହିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।

ସାମାନ୍ୟ କମିଛି ଖରା; ତଥାପି ଲାଗୁଛି ଅସ୍ତବ୍ୟସ୍ତ

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories