www.samajalive.in
Saturday, December 13, 2025
18.1 C
Bhubaneswar

୭୦ ହଜାର ଟଙ୍କା ଲୁଟି ଦୁର୍ବୃତ୍ତ ଫେରାର

ଅନୁଗୋଳ : ଅନୁଗୋଳ ସହରରେ ମଙ୍ଗଳବାର ଦିନ ଜଣେ ଯୁବକଙ୍କ ଠାରୁ ୭୦ ହଜାର ଟଙ୍କା ଲୁଟ ହୋଇଛି ।  ଅନୁଗୋଳ ବସଷ୍ଟାଣ୍ଡ ପାଖରେ ଘଟଣାଟି ଘଟିଛି। ସେଠାରେ ଥିବା ସିଣ୍ଡିକେଟ ବ୍ୟାଙ୍କରୁ ଅଶୋକ ଗୋଛାୟତ ୭୦ ହଜାର ଟଙ୍କା ଉଠାଇ ନିଜ ଘର ରାଇଝରକୁ ବାଇକରେ ଯାଉଥିବା ସମୟରେ ହେମସୁର ପଡା ଛକ ନିକଟରେ ଏକ ପ୍ଲସର ଗାଡ଼ିରେ ୨ ଜଣ ଯୁବକ ଆସି ଟଙ୍କା ବ୍ୟାଗକୁ ଧରି ଫେରାର ହୋଇଯାଇଥିଲେ । ଏନେଇ ଅନୁଗୋଳ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories