www.samajalive.in
Monday, December 8, 2025
27.1 C
Bhubaneswar

୪ ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ୩ ଘଣ୍ଟିଆ ସତର୍କତା

ଭୁବନେଶ୍ବର: ବିଜୁଳି , ଘଡଘଡି ସହ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ପ୍ରଚଣ୍ତ ରୌଦ୍ୟତାପରେ ଜନଜୀବନ ଆଉଟୁପାଉଟୁ ହେଉଥିବାବେଳେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ବସ୍ତି ଦେବା ନେଇ ଆଶା କରାଯାଉଛି। ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories