www.samajalive.in
Saturday, December 13, 2025
26.1 C
Bhubaneswar

ଜାଣନ୍ତୁ , ଭାରତରେ ଦୃଶ୍ୟମାନ ହେବ କି ନୁହେଁ ସୂର୍ଯ୍ୟପରାଗ..

ଭୁବନେଶ୍ବର: ଏପ୍ରିଲ ୮ ତାରିଖରେ ଏକ ବିରଳ ପୂର୍ଣ୍ଣ ସୂର୍ଯ୍ୟପରାଗ ସଙ୍ଗଠିତ ହେବ । ଏହି ମହାଜାଗତିକ ଘଟଣାଟି ଯୁକ୍ତରାଷ୍ଟ୍ର ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ। ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟପରାଗ ଦେଖାଯିବ । ଏହା ଭାରତୀୟ ସମୟ ରାତି ୯ଟା ୧୨ ମିନିଟ୍ ରେ ଆରମ୍ଭ ହୋଇ  ପରଦିନ ଭୋର୍ ୨ଟା ୨୨ ମିନିଟ୍ ସମୟରେ ଶେଷ ହେବ । ସର୍ବାଧିକ ପରାଗ ରାତି ୧୨ଟା ୪୭ ମିନିଟ୍ ସମୟରେ ଦେଖାଯିବ । ତେବେ ଏହି ପୂର୍ଣ୍ଣ ସୂର୍ଯ୍ୟପରାଗ ଭାରତର କୌଣସି ଅଞ୍ଚଳରେ ଦେଖାଯିବ ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories