www.samajalive.in
Thursday, December 11, 2025
15.1 C
Bhubaneswar

ହଜିଥିବା ୧୫ ମୋବାଇଲ ଫୋନ୍‌ ଉଦ୍ଧାର କଲା ପୁଲିସ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ସହରରେ ବିଭିନ୍ନ ସମୟରେ ୧୫ଜଣଙ୍କ ଦାମୀ ମୋବାଇଲ ଫୋନ୍‌ ହଜିଯାଇଥିଲା। ପୁଲିସ ଡାଏରୀ ଏଣ୍ଟ୍ରି କରି, ମୋବାଇଲ ନମ୍ବର ଓ ସେଟ ନମ୍ବର ଟ୍ରାକ କରି ପାଇଥିବା ବିଭିନ୍ନ ଲୋକଙ୍କଠାରୁ ଫୋନ୍‌ ସବୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଏଥିସହ ଶନିବାର ସନ୍ଧ୍ୟାରେ ମୋବାଇଲ ହଜାଇଥିବା ୧୫ଜଣଙ୍କୁ ପ୍ରମାଣ ନେଇ ମୋବାଇଲ ଫୋନ୍‌ ଜିମା ଦେଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ରଶ୍ମିତା ବେହେରା ସୂଚନା ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories