www.samajalive.in
Monday, December 8, 2025
24.1 C
Bhubaneswar

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନକୁ ଆସି ସେ ବିଜେଡିରେ ମିଶିଛନ୍ତି। ଆଜି ସକାଳେ ସେ ବିଜେପି ଛାଡିଥିଲେ। ସୋସିଆଲ ମିଡିଆରେ ସେ ଇସ୍ତଫା ସୂଚନା ଦେଇଥିଲେ। ବିଜେଡିରେ ମିଶିବା ପ​‌ରେ ଲେଖାଶ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ମୁଁ ଖୋଲା ହୃଦୟରେ ବିଜେଡିରେ ମିଶିଛି।  ଏଥିଲାଗି ମୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି। ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ କରୁଛନ୍ତି। ବିକାଶ କାମରେ ଗୁଣ୍ତୁଚି ମୂଷାର ଭୂମିକା ନିର୍ବାହ କରିବାକୁ ଚାହୁଁଛି। ଫାଇଭ୍ ଟି ଅଧ୍ୟକ୍ଷ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କୁ ଧନ୍ୟବାଦ ଦେଇଛନ୍ତି। ଦୀର୍ଘ ୧୦ ବର୍ଷ ବିଜେପି ପାଇଁ ଶତ ପ୍ରତିଶତ ଦେଇଛି। ୧୦ ବର୍ଷ ପରେ ବି ବିଜେପିରେ ମୋର ଉଚ୍ଛା ପୂରଣ ହେଲାନି। ରାଜନୀତିକୁ ଆସିବା ଉଦ୍ଦେଶ୍ୟ ବିଜେପିରେ ପୂରଣ ହେଲାନି। ବର୍ତ୍ତମାନବିଜେଡିରେ ରହି ଓଡିଶାବାସୀଙ୍କ ସେବା କରିବି।

 

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories