www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡି ଶିବିରରେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା

ଭୁବନେଶ୍ବର: ବିଜୁ ଜନତା ଦଳରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା। ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା ରବିବାର ଶଙ୍ଖଭବନରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି।

 

- Advertisement -

ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ବିଧାୟକ ପ୍ରତାପ ଜେନା ଓ ଶଶିଭୂଷଣ ବେହେରାଙ୍କ ଉପସ୍ଥିତିରେ ନିଜ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ସାମିଲ ହୋଇଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories