www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରେନରେ କଟି ଯୁବକ ମୃତ

ଦ୍ୱାରଶୁଣି : ବାଙ୍ଗିରିପୋଷି -ଡିଏମୟୁ ଟ୍ରେନରେ କଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଯୁବକ ସୁରଜ ସିଂ ରାଜାଲୋକା ୬୦ନମ୍ବର ଗେଟରେ ଗେଟ କିପର ଭାବେ କାର୍ଯ୍ୟ କରୁଥିଲେ। ମଙ୍ଗଳବାର ସନ୍ଧ୍ୟା ୫.୧୫ମି.ସମୟରେ ଟ୍ରେନକୁ ଷ୍ଟେସନରେ ଅଟକାଇ ଥିଲେ। ଯାତ୍ରୀମାନେ ଓହ୍ଲାଇ ସାରିଲା ପରେ ଟ୍ରେନ ଛାଡିବା ସମୟରେ ସୁରଜ ଟ୍ରେନ ସାମ୍ନାକୁ ଡେଇଁ ପଡିଥିଲେ। ଫଳରେ ସୁରଜ ଘଟଣା ସମୟରେ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ସୁରଜ ସାରସକଣା ବ୍ଲକର ବୋଲି ଜଣାପଡିଛି। ଜିଆରପି ଘଟଣା ସମ୍ପର୍କରେ ସୂଚନା ପାଇଁ ତଦନ୍ତ ଆରମ୍ଭ କରିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories