www.samajalive.in
Monday, December 8, 2025
13.1 C
Bhubaneswar

ଗଛରେ ପିଟି ହେଲା ବସ୍‌‌

ଗଞ୍ଜାମ: ଯାତ୍ରୀବାହୀ ବସଟି ଭଞ୍ଜନଗରରୁ ବେଲଗୁଣ୍ଠା ଆସିବା ବେଳେ ଦୁର୍ଘଟଣା ଘଟିଛି। ବେଲଗୁଣ୍ଠା ଥାନା ଜି-ନୂଆଗାଁ ଛକ ନିକଟରେ ଭରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା ଯାତ୍ରୀବାହୀ ବସ୍‌‌। ରାସ୍ତାକଡରେ ଥିବା ଗଛରେ ବସଟି ପିଟି ହେବାରୁ କିଛି ମହିଳା ଓ କଲେଜ ଛାତ୍ରୀଙ୍କ ସମେତ ୧୦ ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories