www.samajalive.in
Monday, December 15, 2025
17.1 C
Bhubaneswar

ତାତିରୁ ଆଶ୍ୱସ୍ତି ; ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୩୫ ଡିଗ୍ରୀରୁ କମ୍

ଭୁବନେଶ୍ୱର : ତାତିରୁ ଆଶ୍ୱସ୍ତି ଦେଇଛି ବର୍ଷା। ଗତକାଲି ବର୍ଷା ପବନ ପରେ ରାଜ୍ୟର ଅଧିକାଂଶ ସ୍ଥାନରେ ଅସହ୍ୟ ଗରମରୁ ତ୍ରାହି ମିଳିଛି। ସାଢେ ୧୧ଟା ସୁଦ୍ଧା ତାପମାତ୍ରା ସବୁ ସ୍ଥାନରେ ୩୫ ଡିଗ୍ରୀ ତଳେ ସୋମବାର ରେକର୍ଡ କରାଯାଇଛି। ଚାନ୍ଦବାଲି ୩୪,ପାରାଦୀପ ୩୩.୬, ପୁରୀ ୩୩.୪, ଗୋପାଳପୁର ୩୩.୨, ଭୁବନେଶ୍ୱର ୩୨.୮,ବାଲେଶ୍ୱର ୩୨.୪, କେନ୍ଦୁଝର ୨୫.୬ ଡିଗ୍ରୀ ରେକର୍ଡ କରାଯାଇଛି।

୫୦ ବର୍ଷ ପରେ ଏହି ଦିନ ସବୁଠାରୁ ବଡ ସୂର୍ଯ୍ୟପରାଗ : କେଉଁ ରାଶି ପାଇଁ କେତେ ଶୁଭ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories