www.samajalive.in
Saturday, December 13, 2025
26.1 C
Bhubaneswar

ଲୁଟେରାଙ୍କ ଟାର୍ଗେଟରେ ରାଜଧାନୀ ଆପାର୍ଟମେଣ୍ଟ: ପୁଣି ଲୁଟିଲେ..

ଭୁବନେଶ୍ୱର : ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟେରା। ଆପାର୍ଟମେଣ୍ଟକୁ ଟାର୍ଗେଟ କରିବା ସହ ଲୁଟେରାଙ୍କ ଉତ୍ପାତ ଥମିବାର ନାଁ ଧରୁନି। ସିସିଟିଭିରେ ଲୁଟ୍ ଦୃଶ୍ୟ କଏଦ୍ ହୋଇଛି। ଭୁବନେଶ୍ୱର ପାହାଳସ୍ଥିତ ପାହାଳ ଥାନା ମେଟ୍ରୋ ସାଟେଲାଇଟ ସିଟିରୁ ସିରିଜ୍ ଲୁଟ୍ ହୋଇଛି ବୋଲି ମଙ୍ଗଳବାର ଖବର ମିଳିଛି।

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

- Advertisement -

ଘରେ କେହି ନଥିବାର ସୁଯୋଗ ନେଇ ତାଲା ଭାଙ୍ଗି ୩ଟି ବ୍ଲକରୁ ଲୁଟ୍ କରିଛନ୍ତି। ଚୋରିର ଘଟଣାର ସମ୍ପୂର୍ଣ୍ଣ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଚାଣକ୍ୟ ନୀତି : ଏହି ୩ଟି ଉପାୟରେ ଶୀଘ୍ର ହେବେ ଧନୀ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories