www.samajalive.in
Sunday, December 7, 2025
23.1 C
Bhubaneswar

ବିପଦ ଆଶଙ୍କା ! ମୁଖ୍ୟ ନିର୍ବାଚନ କମିଶନରଙ୍କୁ ‘z’ ବର୍ଗର ସୁରକ୍ଷା

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ବିପଦ ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନରଙ୍କୁ ‘z’ ବର୍ଗର ଭିଆଇପି ସୁରକ୍ଷା ଯୋଗାଇବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଗୁଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ତଥ୍ୟ ଅନୁସାରେ, ଶତ୍ରୁ ଦେଶ ରାଜୀବ କୁମାରଙ୍କ ବିରୋଧରେ ଷଡ଼ଯନ୍ତ୍ର  କରୁଛନ୍ତି। ଏହି ଖବର ମିଳିବା ପରେ ତାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି।

 

- Advertisement -

 

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories