www.samajalive.in
Sunday, December 7, 2025
13.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ସମ୍ବଲପୁର ହନୁମାନ ଜୟନ୍ତୀରେ ବାହାରିବନି ଶୋଭାଯାତ୍ରା..

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶାନ୍ତି ଓ ସମନ୍ୱୟ ବୈଠକରେ ନିଷ୍ପତି..

- Advertisement -

ବିଧି ଅନୁସାରେ ଅନ୍ୟାନ୍ୟ ପୂଜାର୍ଚ୍ଚନା କରାଯିବ..

ବିପଦ ଆଶଙ୍କା ! ମୁଖ୍ୟ ନିର୍ବାଚନ କମିଶନରଙ୍କୁ ‘z’ ବର୍ଗର ସୁରକ୍ଷା..

ବୋଟ୍ ର ହେଲା ତଥ୍ୟ ଲିକ୍ ; ଡାର୍କ ୱେବ୍ ରେ ଆସିଲା ୭୫ ଲକ୍ଷ ଭାରତୀୟଙ୍କର ସବିଶେଷ ତଥ୍ୟ..

ଆସନ୍ତା ୧୩ ତାରିଖ ପରଠାରୁୁ ରାଜ୍ୟରେ ପୁଣି ବଢିବ ତାତି..

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟ ଝଟକା.. ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ..

ଭୁବନେଶ୍ୱର : ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟେରା.. ସିସିଟିଭିରେ ଲୁଟ୍ ଦୃଶ୍ୟ କଏଦ୍..

ବାଙ୍କୀ ଡମପଡା ଅଭୟାରଣ୍ୟ ଗୟଳବାଙ୍କ ଗାଁରେ ଅଘଟଣ: ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ..

ଆଇପିଏଲ୍‌ ମହାସମର: କୋଲକାତା ନାଇଟ୍‌ ରାଇଡର୍ସକୁ ୭ ୱିକେଟରେ ହରାଇଲା ଚେନ୍ନାଇ ସୁପର କିଙ୍ଗସ୍‌ ..

ଆଜି ପଞ୍ଜାବ କିଙ୍ଗସ୍‌ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା..

ପତ୍ନୀଙ୍କ ରିଲ୍ସ ନିଶା ; ଏମିତି ଘଟିଲା , ସ୍ୱାମୀ କଲେ ଆତ୍ମହତ୍ୟା..

ମହିଳା ବକ୍ସରଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ପୁଲିସ୍‌..

ସୁରକ୍ଷାକର୍ମୀ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ..

ବରଗଡ ଜିଲ୍ଲା ପାଇକମାଳ ଥାନା ଗନ୍ଧମାର୍ଦ୍ଧନ ପାହାଡରେ ଗୁଳିବିନିମୟ..

କିଛି ମାଓବାଦୀ ଛତ୍ରଭଙ୍ଗ ଦେଇ ପଳାଇଥିବା ସୂଚନା..

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ପୁଲିସ୍‌..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories