www.samajalive.in
Sunday, December 14, 2025
26.1 C
Bhubaneswar

ହାଇକୋର୍ଟ ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଡେସ୍କ: ଅବକାରୀ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆବେଦନରେ ଦିଲ୍ଲୀ ହାଇକୋର୍ଟରୁ କୌଣସି ଆଶ୍ୱସ୍ତି ନ ମିଳିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ – ୨୫୨ ପ୍ରାର୍ଥୀଙ୍କ ନାଁରେ ଅପରାଧିକ ମାମଲା

- Advertisement -

ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କ ଆବେଦନକୁ ଖାରଜ କରି କହିଛନ୍ତି ଯେ କେଜ୍ରିୱାଲଙ୍କ ଗିରଫଦାରୀ ଆଇନର ଉଲ୍ଲଂଘନ ନୁହେଁ ଏବଂ ରିମାଣ୍ଡକୁ ବେଆଇନ ବୋଲି କୁହାଯାଇପାରିବ ନାହିଁ। ଜଷ୍ଟିସ ସ୍ୱର୍ଣ୍ଣକାନ୍ତ ଶର୍ମାଙ୍କ ଖଣ୍ଡପୀଠ କହିଛନ୍ତି ଯେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପାଖରେ କେଜ୍ରିୱାଲଙ୍କ ଗିରଫଦାରୀକୁ ଯଥାର୍ଥ ଦର୍ଶାଇବା ପାଇଁ ପର୍ଯ୍ୟାପ୍ତ ପ୍ରମାଣ ରହିଛି। ତଦନ୍ତରେ ସହଯୋଗ କରିବାରେ କେଜ୍ରିୱାଲଙ୍କ ବିଫଳତା ଏବଂ ତାଙ୍କ ଦ୍ୱାରା ହେଉଥିବା ବିଳମ୍ବ ମଧ୍ୟ ନ୍ୟାୟିକ ହେପାଜତରେ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିଲା।

ସନ୍ଦେଶଖାଲି ଯୌନ ନିର୍ଯାତନା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories