www.samajalive.in
Sunday, December 14, 2025
17.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ମାମଲା – ଜରୁରୀ ଭିତ୍ତିରେ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ଡେସ୍କ: ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ତାଙ୍କୁ ଗିରଫ କରାଯିବା ନେଇ ଦିଲ୍ଲୀ ହାଇକୋର୍ଟ ଦେଇଥିବା ମନ୍ତବ୍ୟକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଆବେଦନର ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି।

ବିରୋଧୀ ଦଳ ନେତାଙ୍କ ବିରୋଧରେ କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର କରୁଛନ୍ତି ସରକାର – କଂଗ୍ରେସ

- Advertisement -

ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ସୁପ୍ରିମକୋର୍ଟରେ କହିଛନ୍ତି, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ଏହା ଏକ ଜରୁରୀ ପ୍ରସଙ୍ଗ। ଏହି ଗିରଫଦାରୀ ଏକ ଅସତ୍ୟ ଦସ୍ତାବିଜ ଉପରେ ଆଧାରିତ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ନିକଟରେ ଏହି ମାମଲା ଉପସ୍ଥାପନ କରାଯାଇଥିଲା। ଏହାର ଜବାବରେ ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼ ଜରୁରୀ କାଳୀନ ଭିତ୍ତିରେ ଆବେଦନର ଶୁଣାଣି କରିବାକୁ ମନା କରିଦେଇଥିଲେ। ଶୁଣାଣି ସମୟରେ ପ୍ରଧାନ ବିଚାରପତି ମୁଖ୍ୟମନ୍ତ୍ରୀଙ୍କ ଓକିଲଙ୍କୁ ଏକ ଇମେଲ୍ ପଠାଇବାକୁ ପରାମର୍ଶ ଦେଇଥିଲେ ଏବଂ ତା ପରେ ଅଦାଲତ ଏହି ମାମଲାର ଅନୁଧ୍ୟାନ କରିବେ ବୋଲି କହିଥିଲେ।

ହାଇକୋର୍ଟ ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories