www.samajalive.in
Saturday, December 6, 2025
16.1 C
Bhubaneswar

ରାଜଧାନୀରେ ଘରେ ପଶି ଶ୍ୱଶୁର ଓ ବୋହୂକୁ ହାଣିଲେ

ଭୁବନେଶ୍ୱର : ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରଥମେ ଗଣ୍ଡଗୋଳ ପରେ ବୋମାମାଡ ହୋଇଛି । ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ପଦ୍ମକେଶରପୁର ଗାଁରେ । ସୁଧ ଟଙ୍କା ଆଦାୟକୁ ନେଇ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି । ଗୋଷ୍ଠୀ ସଂଘର୍ଷ ବେଳେ ଗୋଟିଏ ପରିବାରର ୨ଜଣଙ୍କ ଉପରେ ମରଣାନ୍ତକ ଆକ୍ରମଣ କରାଯାଇଛି । ଆକ୍ରମଣରେ ୨ଜଣ ଗୁରୁତର ହୋଇ କଟକ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ୨ ଗୁରୁତର ଶ୍ୱଶୁର ଓ ବୋହୂ ବୋଲି ସୂଚନା ମିଳିଛି । ଦୁବୃର୍ତ୍ତମାନେ ଘରେ ପଶି ଶ୍ୱଶୁର ଓ ବୋହୂକୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଫଳରେ ଗାଁରେ ୨ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories