www.samajalive.in
Sunday, December 14, 2025
14.1 C
Bhubaneswar

ଉଗାଡି ଉତ୍ସବ ବେଳେ ଅଘଟଣ: ବିଦ୍ୟୁତ୍ ଆଘାତ ଲାଗି ୧୩ ଶିଶୁ ଆହତ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ କୁରନୁଲ ଜିଲ୍ଲାର ଚିନ୍ନା ତେକୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ଉଗାଡି ଉତ୍ସବ ଚାଲିଥିବାବେଳେ ବିଦ୍ୟୁତ୍ ଆଘାତ ଲାଗି ୧୩ ଶିଶୁ ଆହତ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଅଞ୍ଜନେୟ ସ୍ଵାମୀ ମନ୍ଦିରରୁ ପ୍ରଭା ରଥ ଶୋଭାଯାତ୍ରା ବାହାରୁଥିବାବେ​‌ଳେ ରଥ ହଠାତ୍ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ପାଖରେ ଛିଡା ହୋଇଥିବା ଶିଶୁମାନଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ଶିଶୁ ମାନଙ୍କୁ ଆହତ ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପିଲାମାନଙ୍କୁ ୧୦ପ୍ରତିଶତରୁ କମ୍ ବିଦ୍ୟୁତ୍ ଆଘାତ ଲାଗିଛି। ସେମାନଙ୍କ ଜୀବନ ପ୍ରତି ସେତେଟା ବିପଦ ନଥିବା ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories