www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବିଜେଡି ଛାଡିଲେ ଜ୍ୟୋତି ପାଣିଗ୍ରାହୀ, ଦଳର ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର..

ଆନ୍ଧ୍ରରେ ଉଗାଡି ଉତ୍ସବ ବେଳେ ବିଦ୍ୟୁତ୍ ଆଘାତ ଲାଗି ୧୩ ଶିଶୁ ଆହତ..

- Advertisement -

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ବିଆରଏସ ନେତ୍ରୀ କେ କବିତାଙ୍କୁ ଗିରଫ କଲା ସିବିଆଇ..

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ..

ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି..

ଭୁବନେଶ୍ୱର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବୋମାମାଡ..

ମଞ୍ଚେଶ୍ୱର ଥାନା ପଦ୍ମକେଶରପୁର ଗାଁରେ ଗୋଷ୍ଠୀ ସଂଘର୍ଷ..

ସୁଧ ଟଙ୍କା ଆଦାୟକୁ ନେଇ ଗଣ୍ଡଗୋଳ ହୋଇଥିବା ସୂଚନା..

କେଉଁ ତାରିଖରେ ବିବାହ କଲେ କ’ଣ ହେବ : ଜାଣନ୍ତୁ ଶୁଭ ତାରିଖ,କେଉଁ ତାରିଖ ବାରଣ..

ଗୋଟିଏ ପରିବାରର ୨ଜଣଙ୍କ ଉପରେ ମରଣାନ୍ତକ ଆକ୍ରମଣ..

୨ ଗୁରୁତର ମେଡିକାଲରେ ଭର୍ତ୍ତି, ଗାଁରେ ପୁଲିସ ଫୋର୍ସ ମୁତୟନ..

ଆଜି ବିଶ୍ୱ ଛେନାପୋଡ ଦିବସ; ନୟାଗଡରେ ଧୁମଧାମରେ ପାଳନ ପାଇଁ ପ୍ରସ୍ତୁତି , ଜିଆଇ ଟ୍ୟାଗର ମାନ୍ୟତା ଦେବାକୁ ଦାବି..

ଜମ୍ମୁ କାଶ୍ମୀରର ପୁଲଓ୍ବାମାରେ ଏନକାଉଣ୍ଟର , ଜଣେ ଆତଙ୍କବାଦୀ ନିହତ..

ଏହି ରାଶିଙ୍କ ପାଇଁ ତମ୍ବା ଶୁଭଙ୍କର ମାତ୍ର ଏହି ରାଶି ପାଇଁ ନୁହେଁ..

ମହେନ୍ଦ୍ରଗଡ : ସ୍କୁଲ ବସ୍ ଓଲଟି ୫ ଛାତ୍ରଛାତ୍ରୀ ମୃତ..

ଗୋପ-କୋଣାର୍କରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଜଣେ ମୃତ, ୨ ଗୁରୁତର..

ଜୟଦେବ ବିଧାୟକ ଅରବିନ୍ଦ ଢାଲିଙ୍କ ବିଧାୟକ ପଦ ରଦ୍ଦ..

ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ..

ପଦ ରଦ୍ଦ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ..

କେବେ ଦେଖିନଥିବେ ; ମୂଷାକୁ ବଞ୍ଚାଇବା ପାଇଁ ବାଇକ୍ ସହ ଏମିତି କଲେ ବ୍ୟକ୍ତି..

ପାକିସ୍ତାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୧୭ ତୀର୍ଥଯାତ୍ରୀ ମୃତ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories