www.samajalive.in
Saturday, December 6, 2025
15.1 C
Bhubaneswar

ପାଣି ଚାମ୍ବରରେ ପଡି ୱାଟକୋ କର୍ମଚାରୀଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀ ସ୍ଥିତ ସିଆରପି ଛକରେ ଏକ ଅଘଟଣ ଶୁକ୍ରବାର ସାମ୍ନାକୁ ଆସିଛି। ପାଣି ଚାମ୍ବରରେ ପଡି ୱାଟକୋ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।

ଆଜିଠୁ ରାଜ୍ୟରେ ପୁଣି ବଢିବ ତାତି, ୧୪ ଓ ୧୫ ପାଇଁ ୟେଲୋ ୱାର୍ଣ୍ଣିଂ

- Advertisement -

ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର ସଦସ୍ୟ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories