www.samajalive.in
Sunday, December 7, 2025
26.1 C
Bhubaneswar

ଜମ୍ମୁ-କାଶ୍ମୀରକୁ ନେଇ ବଡ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ଉଧମପୁରରେ ବଡ ଘୋଷଣା କଲେ ପ୍ରଧାନମନ୍ତ୍ରୀ। ନିର୍ବାଚନ ସଭାରେ ଯୋଗଦେଇ ଜନସାଧାରଣଙ୍କୁ ସମ୍ବୋଧିତ କରି ଦୁଇଟିି ବଡ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବ ଏବଂ ଖୁବଶୀଘ୍ର ଏଠାରେ ବିଧାନସଭା ନିର୍ବାଚନ ହେବ। ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ନିର୍ବାଚନ କରିବାକୁ ବାରମ୍ବାର ଦାବି ହୋଇ ଆସୁଛି। ସଭାରେ ଏହି ୨ଟି ବଡ ଘୋଷଣା କରିବା ସହ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ କହିଛନ୍ତି ଦେଶର ଲୋକଙ୍କ ପାଇଁ କଂଗ୍ରେସ ଓ ଇଣ୍ଡି ମେଣ୍ଡର ଟିକିଏ ବି ଚିନ୍ତା ନାହିଁ। ଲୋକଙ୍କ ଭାବନା ସହ ସେମାନେ ଖେଳୁଛନ୍ତି। ନିଜର ଫାଇଦା ପାଇଁ ଧାରା ୩୭୦ ଉଚ୍ଛେଦ କରିବାକୁ ଦେଉନଥିଲେ।

 

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories