www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରବଳ ଗ୍ରୀଷ୍ମପ୍ରବାହ ; ଏପ୍ରିଲ ୧୭ ରୁ ୨୦ ଯାଏଁ ସାଙ୍ଘାତିକ ହେବ ସ୍ଥିତି!

ଭୁବନେଶ୍ୱର : ରାଜ୍ୟରେ ବର୍ଷା କାରଣରୁ ମିଳିଥିଲା ଆଶ୍ୱସ୍ତି। ରାଜ୍ୟକୁ ପୁଣି ଫେରିବ ପ୍ରବଳ ଗ୍ରୀଷ୍ମପ୍ରବାହ। ଏପ୍ରିଲ ୧୭ ରୁ ୨୦ ଯାଏଁ ସାଙ୍ଘାତିକ ସ୍ଥିତି ହେବ। ପାଣିପାଗ ବିଭାଗ ପକ୍ଷରୁ ୪ ଦିନ ପର୍ଯ୍ୟନ୍ତ ପିକ୍ ସମୟ ଘୋଷଣା କରାଯାଇଛି।

ରାଜଧାନୀରେ ମାତିଛନ୍ତି ଲୁଟେରା

- Advertisement -

ଆଭ୍ୟନ୍ତରୀଣ ଓଡିଶାରେ ୧୫ ଡିଗ୍ରୀ ଯାଏଁ ପାରଦ ବଢିବ। ୪୩ ଡିଗ୍ରୀ ରୁ ୪୫ ଡିଗ୍ରୀ ଯାଏଁ ଛୁଇଁବ ତାପମାତ୍ରା। ଏହି ସମୟରେ ଅସହ୍ୟ ସ୍ଥିତି ହେବ। ଶରୀର ପାଇଁ ଘାତକ ହୋଇ ପାରେ। ଏନେଇ ପାଣିପାଗ ବିଭାଗ ସତର୍କ କରିଛି।

ବନ୍ଦ ଭାଗ୍ୟର ତାଲା ଖୋଲେ କର୍ପୂର ଓ ପାଣିର ଏହି ଉପାୟ: ଦୂର ହୁଏ ଟଙ୍କା ଅଭାବ..

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories