www.samajalive.in
Saturday, December 13, 2025
26.1 C
Bhubaneswar

୧୪ ତାରିଖରୁ ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କୁ ରୋକିବେ ସେବାୟତ

ପୁରୀ : ଅଣହିନ୍ଦୁଙ୍କୁ ରୋକିବେ ସେବାୟତ। ଶ୍ରୀମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୧୪ ତାରିଖରୁ ସିଂହଦ୍ୱାରରେ ୨ ଜଣ ପ୍ରତିହାରୀ ସେବକ ଜଗିବେ।

ପ୍ରବଳ ଗ୍ରୀଷ୍ମପ୍ରବାହ ; ଏପ୍ରିଲ ୧୭ ରୁ ୨୦ ଯାଏଁ ସାଙ୍ଘାତିକ ହେବ ସ୍ଥିତି!

- Advertisement -

ପ୍ରଥମ ପର୍ଯ୍ୟାୟରେ ସକାଳ ଓ ସନ୍ଧ୍ୟାରେ ରହିବେ। ପରବର୍ତ୍ତୀ ଅବସ୍ଥାରେ ଚାରିଦ୍ୱାରରେ ପ୍ରତିହାରୀ ସେବକ ଜଗିବେ। ପ୍ରତିହାରୀ ନିଯୋଗ ସମ୍ପାଦକ ରାମନାରାୟଣ ଗୋଚ୍ଛିକାରଙ୍କ ପକ୍ଷରୁ ଏନେଇ ଶୁକ୍ରବାର ସୂଚନା ମିଳିଛି।

ଅପରାହ୍ଣ ୪ଟା ମୁଖ୍ୟ ଖବର

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories