www.samajalive.in
Wednesday, December 10, 2025
23.1 C
Bhubaneswar

ବିଜେପିର ନର୍ଲା ବିଧାନସଭା କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀ

ନର୍ଲା: ମ.ରାମପୁରସ୍ଥ ଯୁରାଡୁବରା ଶାନ୍ତିବନ ଠାରେ ବିଜେପି ପକ୍ଷରୁ ଆଗାମୀ ନିର୍ବାଚନକୁ ନେଇ ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ପ୍ରାର୍ଥି ମାଳବିକା କେଶରୀ ଦେଓ, ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ନର୍ଲା ବିଧାୟକ ପ୍ରାଥୀ ଅନିରୁଦ୍ଧ ପଧାନ ସହ ବିଜେପିର ବହୁ ବରିଷ୍ଠ ନେତୃତ୍ୱ ଉପସ୍ଥିତ ରହି କର୍ମୀ ମାନଙ୍କୁ କିପରି ରାଜ୍ୟ ଓ କେନ୍ଦ୍ରରେ ବିଜେପି ସରକାର ଗଢ଼ିବ ସେନେଇ ଆଲୋଚନା ହୋଇଥିଲା।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories