www.samajalive.in
Monday, December 15, 2025
24.1 C
Bhubaneswar

୨ ବାଇକ ଧକ୍କାରେ ୨ ମୃତ

କଣ୍ଟାବାଞ୍ଜି: ୨ ବାଇକ ମୁହାଁମୁହିଁ ଧକ୍କା ହୋଇଥିବା ଖବର ମିଳିଛି। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ହୋଇଛନ୍ତି। କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ୩ଜଣ ଗୁରୁତରଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।

ମୃତକ ୨ ଜଣ ହେଲେ ଡଙ୍ଗାମରା ଗାଁ ର ଉତ୍ତମ ବନଛୋର ଏବଂ  ପିପଲମୁଣ୍ଡା ଗାଁ ର ଧନୁର୍ଜୟ ଝାଙ୍କର. ବାଇକ ରେ ଥିବା ୩ ଜଣ ହେଲେ ତୁଲାରାମ ମଲ୍ଲିକ, କୁକୁଡାହାଡ଼ ଗାଁ ର  ଅଭିମନ୍ୟୁ ବନଛୋର  ଏବଂ ପବିତ୍ର କୂଅଁର ବୋଲି ପୁଲିସ ସୂତ୍ରରୁ ଜଣାପଡିଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories