www.samajalive.in
Sunday, December 7, 2025
14.1 C
Bhubaneswar

ଗୋରୁ ପଲଙ୍କ ଉପରେ ମାଡିଗଲା ଟ୍ରକ୍

ସୁନ୍ଦରଗଡ :ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ୧୪୩ନଂ ଜାତୀୟ ରାଜପଥରେ ଅଭାବନୀୟ ଘଟଣା ଘଟିଛି। ଆଜି ଭୋର୍ ସମୟରେ ଗାଈମାନେ ରାସ୍ତାକଡରେ ଶୋଇଥିବାବେଳେ ଦ୍ରୁତ୍ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କ ଉପରେ ମାଡିଯାଇଥିଲା। ଫଳରେ ଦୁର୍ଘଟଣାରେ ୧୨ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଦୁଇ ଗୋରୁଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଏହାଦେଖି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୁ ଗୋରୁଙ୍କ ମୃତଦେହ ଉଠାଇବା ସହ ତଦନ୍ତ ଜାରି ରଖିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories