www.samajalive.in
Sunday, December 7, 2025
26.1 C
Bhubaneswar

ମୁହଁରେ ଏସିଡ୍ ପକାଇ ଚିଙ୍ଗୁଡି ଘେରି ଶ୍ରମିକଙ୍କୁ ହତ୍ୟା ଅଭିଯୋଗ

ବାଲେଶ୍ୱର : ଚିଙ୍ଗୁଡି ଘେରି ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ନେଇ ଶନିବାର ଅଭିଯୋଗ ହୋଇଛି। ମୃତକ ହଳଦୀପଦା ଅଞ୍ଚଳର ଜଗବନ୍ଧୁ ସ୍ୱାଇଁ। ତାଙ୍କ ମୁହଁରେ ଏସିଡ୍ ପକାଇ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଆଜି ଭୁବନେଶ୍ଵର ପାଳୁଛି ୭୬ତମ ପ୍ରତିଷ୍ଠା ଦିବସ


ବିଲ ମଝିରୁ ମୃତଦେହ ଉଦ୍ଧାର କରି ପୁଲିସ ତଦନ୍ତ ଆରମ୍ଭ କରିଛି।

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ: ଜୟଦେବ ଭବନରେ ଫଟୋଚିତ୍ର ପ୍ରଦର୍ଶନ

- Advertisement -

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories