www.samajalive.in
Saturday, December 13, 2025
26.1 C
Bhubaneswar

ବିଜେଡି ନିର୍ବାଚନ ଇସ୍ତାହାର କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ନିର୍ବାଚନୀ ଇସ୍ତାହାର କମିଟିର ପ୍ରଥମ ବୈଠକ ବସିଛି। ଚଳିତ ନିର୍ବାଚନରେ ଦଳର ନିର୍ବାଚନୀ ଇସ୍ତାହାର ରୂପରେଖ କିପରି ରହିବ ସେନେଇ ଆଲୋଚନା ହେଉଥିବା ସୂଚନା ମିଳିଛି। ୩୮ ଜଣିଆ ଇସ୍ତାହାର କମିଟିରେ ସାଂସଦ ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ ରହିଥିବାବେଳେ ଉପସଭାପତି ଦେବୀ ମିଶ୍ରଙ୍କ ସମେତ ପ୍ରତାପ ଦେବ, ସୁଦାମ ମାର୍ଣ୍ଡି, ମଙ୍ଗଳା କିଷାନ, ପଦ୍ମନାଭ ବେହେରା ରହିଛନ୍ତି। ମୋଟ ୭ଜଣ ସହ-ଅଧ୍ୟକ୍ଷ ରହିଛନ୍ତି। ଅମର ପଟ୍ଟନାୟକଙ୍କୁ ଆବାହକ ଭାବେ ଦାୟିତ୍ୱ ଦିଆଯାଇଛି। ଏହାସହିତ କମିଟିରେ ୨୫ଜଣ ସଦସ୍ୟ ରହିଛନ୍ତି। ବିଜେଡି ପୁଣି ଥରେ ସରକାରକୁ ଆସିଲେ ରାଜ୍ୟବାସୀଙ୍କ ପାଇଁ କଣ କଣ ସବୁ କରିବ ସେନେଇ ପ୍ରସ୍ତୁତ ହେବ ନିର୍ବାଚନ ଇସ୍ତାହାର।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories